ETV Bharat / bharat

କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀଙ୍କୁ କୋରୋନା - କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀଙ୍କୁ କୋରୋନା

କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଅଶ୍ବଥ ନାରାୟଣ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଗାମୀ ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସେ ଶନିବାର କୋଭିଡ ଟେଷ୍ଟ କରିଥିଲେ । ଯେଉଁଥିରେ ସେ ପଜିଟିଭ ଚିହ୍ନଟ ହୋଇଥିବା ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛନ୍ତି ।

କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀଙ୍କୁ କୋରୋନା
କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀଙ୍କୁ କୋରୋନା
author img

By

Published : Sep 19, 2020, 4:05 PM IST

ବେଙ୍ଗାଲୁରୁ: କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଅଶ୍ବଥ ନାରାୟଣ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଗାମୀ ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସେ ଶନିବାର କୋଭିଡ ଟେଷ୍ଟ କରିଥିଲେ । ଯେଉଁଥିରେ ସେ ପଜିଟିଭ ଚିହ୍ନଟ ହୋଇଥିବା ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛନ୍ତି ।

ତେବେ ତାଙ୍କ ମଧ୍ୟରେ କୋରୋନାର କୌଣସି ଲକ୍ଷଣ ନଥିବାବେଳେ ସେ ହୋମ ଆଇସୋଲେସନରେ ରହିଥିବା ନେଇ ସୂଚନା ଦେଇଛନ୍ତି । ତେବେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ସେ ଅନୁରୋଧ କରିଛନ୍ତି।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.