ETV Bharat / bharat

ଭୂକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ

ଗୁରୁବାର ସକାଳ 9.46ରେ ଅରୁଣାଚଳ ପ୍ରଦେଶର ତାୱାଙ୍ଗ ଠାରୁ 46 କିଲୋମିଟର ଦୂରରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି ।

earthquake
ଭୂମିକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ
author img

By

Published : Aug 6, 2020, 10:46 AM IST

ଇଟାନଗର: ଭୂମିକମ୍ପରେ ଥରିଲା ଅରୁଣାଚଳ ପ୍ରଦେଶ । ଗୁରୁବାର ସକାଳ 9.46ରେ ଅରୁଣାଚଳ ପ୍ରଦେଶର ତାୱାଙ୍ଗ ଠାରୁ 46କିଲୋମିଟର ଦୂରରେ ଏହି ଭୂମିକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର ରିକ୍ଟର ସ୍ଲେଲ ତୀବ୍ରତା 3.0 ମ୍ୟାଗ୍ନିଚ୍ୟୁଡ ଥିବା ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜି ସୂଚନା ଦେଇଛନ୍ତି ।

ସେହିପରି ବୁଧବାର ବିଳମ୍ବିତ ରାତି 1.50 ସମୟରେ ହରିୟାଣାର ରୋହତକରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଯାହାର ରିକ୍ଟର ସ୍କେଲ ତୀବ୍ରତା 2.9 ମ୍ୟାଗ୍ନିଚ୍ୟୁଡ ରେକର୍ଡ କରାଯାଇଛି । ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତି ଆକଳନ କରାଯାଇନାହିଁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.