ETV Bharat / bharat

ଅବନ୍ତିପୋରାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, 3 ଆତଙ୍କୀ ନିହତ

author img

By

Published : Oct 22, 2019, 8:19 PM IST

Updated : Oct 22, 2019, 10:45 PM IST

ଜମ୍ମୁ କାଶ୍ମୀର ପୁଲୱାମାର ଅବନ୍ତିପୋରାରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ । 3 ଆତଙ୍କୀ ନିହତ । ବ୍ୟାପକ ଅସ୍ତ୍ରଶସ୍ତ୍ର ଜବତ ।

ଫାଇଲ ଫଟୋ

ଶ୍ରୀନଗର: ଜମ୍ମୁ କାଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ । ଗୁଳି ବିନିମୟରେ 3 ଆତଙ୍କୀ ନିହତ । ପୁଲୱାମାର ଅବନ୍ତିପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା । ସୂଚନା ଆଧାରରେ ସୁରକ୍ଷାକର୍ମୀଙ୍କ ଏକ ସ୍ବତନ୍ତ୍ର ଟିମ ଘଟଣା ସ୍ଥଳରେ ପହଞ୍ଚି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ।

ତେବେ ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚାଳନା କରିଥିଲା । ଯାହାର ଜବାବରେ ସୁରକ୍ଷାକର୍ମୀ ପାଲଟା ଗୁଳିଚାଳନା କରିଥିଲେ । ତେବେ ଶେଷ ଖବର ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି ।

Intro:Body:

prabhu

Conclusion:
Last Updated : Oct 22, 2019, 10:45 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.