ETV Bharat / bharat

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଏସ ଜୟଶଙ୍କର - ଶ୍ରୀଲଙ୍କା ରାଷ୍ଟ୍ରପତି ଗୋତାବାୟା ରାଜପାକ୍ସେ

3 ଦିନିଆ ଶ୍ରୀଲଙ୍କା ଗସ୍ତରେ ଯାଇଥିବା ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଆଜି ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କୁ ଭେଟିଛନ୍ତି । ପଢନ୍ତୁ ଅଧିକ....

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଏସ ଜୟ ଶଙ୍କର

author img

By

Published : Jan 6, 2021, 6:35 PM IST

କଲମ୍ବୋ: 3 ଦିନିଆ ଶ୍ରୀଲଙ୍କା ଗସ୍ତରେ ଯାଇଥିବା ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଆଜି ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେଙ୍କୁ ଭେଟିଛନ୍ତି । ଗସ୍ତର ଦ୍ବିତୀୟ ଦିନରେ ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି ଏସ ଜୟଶଙ୍କର । ଉଭୟଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତକାର ହୋଇଥିବା ସୂଚନା ମିଳିଛି ।

ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର 5ରୁ 7 ତାରିଖ ପର୍ଯ୍ୟନ୍ତ 3 ଦିନିଆ ଶ୍ରୀଲଙ୍କା ଗସ୍ତରେ ଥିବା ବେଳେ ଆଜି ତାଙ୍କର 2ୟ ଦିନ । ଚଳିତ ବର୍ଷ ବୈଦେଶିକ ମନ୍ତ୍ରୀଙ୍କ ଏହା ପ୍ରଥମ ବିଦେଶ ଗସ୍ତ ହୋଇଥିବାବେଳେ ଏହି ଗସ୍ତରେ ଦୁଇ ଦେଶ ମଧ୍ୟରେ ବିଭିନ୍ନ ଦ୍ବିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.