ETV Bharat / bharat

ମୂର୍ତ୍ତି ତିଆରି ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

author img

By

Published : Oct 31, 2020, 8:32 PM IST

ପଶ୍ଚିମବଙ୍ଗ କୋଲକାତାର ପଟୁଲିରେ ଥିବା ଏକ ମୂର୍ତ୍ତି ତିଆରି ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଧିକ ପଢନ୍ତୁ...

ମୂର୍ତ୍ତି ତିଆରୀ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

କୋଲକାତା: ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ପଶ୍ଚିମବଙ୍ଗ କୋଲକାତାର ପଟୁଲିରେ ଥିବା ଏକ ମୂର୍ତ୍ତି ତିଆରି ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି ।

ସୂଚନା ଅନୁଯାୟୀ, ଶନିବାର ଅପରାହ୍ନ 2.30 ସମୟରେ ହଠାତ୍ ଫ୍ୟାକ୍ଟ୍ରିରେ ନିଆଁ ଲାଗି ଯାଇଥିଲା । ଦେଖୁ ଦେଖୁ ନିଆଁ ଫ୍ୟାକ୍ଟ୍ରି ସାରା ବ୍ୟାପି ଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିବାକୁ ଚେଷ୍ଟା କରି ମଧ୍ୟ ଏପର୍ଯ୍ୟନ୍ତ ନିଆଁ ଆୟତ ହୋଇପାରିନାହିଁ ।

ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ ପଟୁଲି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.