ETV Bharat / bharat

ଓଏନଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ: 5 ମୃତ, 4 ଆହତ

ନଭି ମୁମ୍ବାଇ ଓଏନଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ । 5 ମୃତ 4 ଆହତ । ଉଦ୍ଧାରକାର୍ଯ୍ୟ ଜାରି ।

author img

By

Published : Sep 3, 2019, 10:01 AM IST

ଫଟୋ ସୌଜନ୍ୟ: ଇଟିଭି ଭାରତ

ମୁମ୍ବାଇ: ମହାରାଷ୍ଟ୍ର ନଭି ମୁମ୍ବାଇ ଉରାନ ଓଏନଜିସି ପ୍ଲାଣ୍ଟରେ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ 3 ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ 4 ଆହତ ହୋଇଛନ୍ତି । ଆହତମାନେ ପ୍ଲାଣ୍ଟର କର୍ମଚାରୀ ବୋଲି ଜଣାପଡିଛି ।

ଭିଡିଓ ସୌଜନ୍ୟ: ଇଟିଭି ଭାରତ

ଘଟଣାସ୍ଥଳରେ ମୁମ୍ବାଇ ଦମକଳ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି । ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ ।

Intro:Body:

BLANK

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.