ଲକ୍ଷ୍ନୌ: ପ୍ରାକୃତିକ ବିପର୍ଯ୍ୟୟରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ଉତ୍ତରପ୍ରଦେଶ ସରକାର । ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ 4 ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।
ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୃତ୍ୟୁବରଣ କରିଥିବା 14 ଜଣ ଲୋକଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯିବ ।