ETV Bharat / bharat

ହିମାଚଳ ପ୍ରଦେଶ ଲକ୍ ଡାଉନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର

author img

By

Published : Mar 23, 2020, 1:18 PM IST

ସମଗ୍ର ଭାରତରେ ଦ୍ରୁତ ଗତିରେ ବଢି ଚାଲିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ହିମାଚଳ ପ୍ରଦେଶକୁ ସମ୍ପୂର୍ଣ୍ଣ ଲକ ଡାଉନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ।

Himachal Pradesh complete lockdown
ହିମାଚଳ ପ୍ରଦେଶ ଲକ୍ ଡାଉନ

ସିମଲା: ସମଗ୍ର ଭାରତରେ ଦ୍ରୁତ ଗତିରେ ବଢି ଚାଲିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଭାରତରେ 415 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ 6 ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିସାରିଛି । ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ହିମାଚଳ ପ୍ରଦେଶକୁ ସମ୍ପୂର୍ଣ୍ଣ ଲକ ଡାଉନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ।

ପ୍ରକାଶ ଥାଉକି, ସମଗ୍ର ବିଶ୍ବ ଏବେ କୋରୋନା କବଳରେ । ବିଶ୍ବର ପାଖାପାଖି 3 ଲକ୍ଷରୁ ଉର୍ଦ୍ଧ୍ବ ଲୋକେ କୋରୋନା ଆକ୍ରାନ୍ତ ହୋଇଥିବା ବେଳେ 12000 ଉର୍ଦ୍ଧ୍ବ ଲୋକେ ଏହି ମାରାତ୍ମକ ଭାଇରସ କାରଣରୁ ମୃତ୍ୟୁବରଣ କରିସାରିଲେଣି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.