ETV Bharat / bharat

ଅଯୋଧ୍ୟା ମାମଲା: ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ

ଶନିବାର ସକାଳ ସାଢେ 10ଟାରେ ବହୁ ଚର୍ଚ୍ଚିତ ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇଛି । ଏହା ପରେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ ।

author img

By

Published : Nov 9, 2019, 2:00 PM IST

ସୁରକ୍ଷା ନେଇ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଏବଂ ପ୍ରତୀକ୍ଷିତ ଅଯୋଧ୍ୟା ମାମଲାର ଚୂଡାନ୍ତ ରାୟ ଶନିବାର ପ୍ରକାଶ ପାଇଛି । ଏ ମାମଲାର ରାୟ ପ୍ରକାଶ ପରେ ସବୁ ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର ସୁରକ୍ଷା ସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଏହା ସହିତ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗୃହମନ୍ତ୍ରୀ ।

ଶନିବାର ସକାଳ ସାଢେ 10ଟାରେ ସୁପ୍ରିମକୋର୍ଟ ଅଯୋଧ୍ୟା ମାମଲାର ଚୂଡାନ୍ତ ରାୟ ଶୁଣାଇଛନ୍ତି । ବିବାଦୀୟ ଜମିକୁ ରାମ ଜନ୍ମଭୂମି ନ୍ୟାସକୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅର୍ଥାତ ରାମ ମନ୍ଦିର ନିର୍ମାଣ ପଥ ପରିଷ୍କାର ହୋଇଯାଇଛି । ଏହା ସହ ସୁପ୍ରିମକୋର୍ଟ କହିଛନ୍ତି ଯେ, ମୁସଲିମ ପକ୍ଷକୁ ଅନ୍ୟତ୍ର 5 ଏକର ଜମି ଦେବାକୁ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି ।

Intro:09.11.2019
Radhakanta Mohanty, Kendrapada
Slug-od_kpr_05_1 to 1 with collector_7204459
Anchor-ମହାବାତ୍ୟା ବୁଲବୁଲର ପ୍ରଭାଵ ପାଇଁ ପ୍ରସ୍ତୁତ ରହିଛି ଜିଲ୍ଲା ପ୍ରଶାସନ।ଗତକାଲି ଠାରୁ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜିଲ୍ଲା ଆପଦକାଳୀନ କାର୍ଯ୍ୟାଳୟରେ ସ୍ଥିତି ପରଖୁଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା।ଆସନ୍ତୁ ଶୁଣିବା ସମ୍ଭାବ୍ୟ ସ୍ଥିତି ଉପରେ କଣ କହୁଛନ୍ତି ଜିଲ୍ଲାପାଳ....Body:2Conclusion:3
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.