ETV Bharat / bharat

ଦେଶରେ କମୁଛି ସଂକ୍ରମଣ, 24 ଘଣ୍ଟାରେ 73,272 ନୂଆ ଆକ୍ରାନ୍ତ ଚିହ୍ନଟ

author img

By

Published : Oct 10, 2020, 10:22 AM IST

24 ଘଣ୍ଟାରେ 73,272 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 926 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 69 ଲକ୍ଷ 79 ହଜାର 424କୁ ବୃଦ୍ଧି ପାଇଛି ।

24 ଘଣ୍ଟାରେ 73,272 ନୂଆ ଆକ୍ରାନ୍ତ ଚିହ୍ନଟ
24 ଘଣ୍ଟାରେ 73,272 ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି । 24 ଘଣ୍ଟାରେ 73,272 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 926 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 69 ଲକ୍ଷ 79 ହଜାର 424କୁ ବୃଦ୍ଧି ପାଇଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 59 ଲକ୍ଷ 88 ହଜାର 823 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 8 ଲକ୍ଷ 83 ହଜାର 185 ଆକ୍ରାନ୍ତ ଏବେବି ଦେଶରେ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଏହାଛଡା ଏଯାବତ୍ ଦେଶରେ 1 ଲକ୍ଷ 7, ହଜାର 416 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.