ETV Bharat / bharat

ଦେଶରେ 35 ଲକ୍ଷ ପାର କଲା କୋରୋନା ମାମଲା

ଦେଶରେ 35 ଲକ୍ଷ ପାର କରିଛି କୋରୋନା ମାମଲା । ଏହି କ୍ରମରେ 24 ଘଣ୍ଟାରେ ଦେଶରେ 78,761 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 948 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 35,42,734ରେ ପହଞ୍ଚିଛି ।

corona upadate
ଦେଶରେ 35 ଲକ୍ଷ ପାର କଲା କୋରୋନା ମାମଲା
author img

By

Published : Aug 30, 2020, 10:24 AM IST

ନୂଆଦିଲ୍ଲୀ: ଦେଶର କୋରୋନା ସ୍ଥିତି ଅଣାୟତ୍ତ । ଦିନକୁ ଦିନ ଦେଶର କୋରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧିପାଉଥିବା ବେଳେ ଦେଶରେ 35 ଲକ୍ଷ ପାର କରିଛି କୋରୋନା ମାମଲା । ଏହି କ୍ରମରେ 24 ଘଣ୍ଟାରେ ଦେଶରେ 78,761 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 948 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 35,42,734 ରେ ପହଞ୍ଚିଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 27,13,934 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 7,65,302 ଆକ୍ରାନ୍ତ ଏବେବି ଦେଶର ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି ଏବେସୁଦ୍ଧା ଦେଶରେ 63,498ଆକ୍ରାନ୍ତ କୋରୋନାରେ ପ୍ରାଣ ହରାଇଥିବା ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.