ETV Bharat / bharat

ଦେଶରେ 42 ଲକ୍ଷ ପାର କଲା କୋରୋନା ମାମଲା - ଭାରତ କୋରୋନା ମାମଲା

24 ଘଣ୍ଟାରେ ଦେଶରେ 90,802 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 1016 ଆକ୍ରାନ୍ତଙ୍କର କୋରୋନାରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 42,04,614ରେ ପହଞ୍ଚିଛି ।

_corona
ଦେଶରେ 42 ଲକ୍ଷ ପାର କଲା କୋରୋନା ମାମଲା
author img

By

Published : Sep 7, 2020, 10:35 AM IST

ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ ଉଗ୍ର ରୂପ ଧାରଣ କରିବାକୁ ବସିଲାଣି କୋରୋନା ଭାଇରସ । ଏହାରି ମଧ୍ୟରେ ଦେଶରେ 42 ଲକ୍ଷ ପାର କରିଛି କୋରୋନା ମାମଲା । ଏହି କ୍ରମରେ 24 ଘଣ୍ଟାରେ ଦେଶରେ 90,802 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 1016 ଆକ୍ରାନ୍ତଙ୍କର କୋରୋନାରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 42,04,614ରେ ପହଞ୍ଚିଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 32,50,429 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 8,82,542 ଆକ୍ରାନ୍ତ ଏବେବି ଦେଶର ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଏହାଛଡା ଏଯାବତ୍ ଦେଶରେ ମାରାତ୍ମକ ଭାଇରସ କାରଣରୁ 71,642 ଆକ୍ରାନ୍ତ ପ୍ରାଣ ହରାଇଥିବା ସୋମବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.