ETV Bharat / bharat

କୋରୋନା ଅପଡେଟ୍: ଦେଶରେ 23 ହଜାର ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା

author img

By

Published : Apr 24, 2020, 9:30 AM IST

ବର୍ତ୍ତମାନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 23077 ପହଞ୍ଚିଥିବା ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

_corona upadate
ଦେଶରେ 23000 ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: କୋରୋନା ଭାଇରସ ବ୍ୟାପିବାରୁ ରୋକିବା ପାଇଁ ଦେଶରେ ମେ 3 ଯାଏଁ ଲକଡାଉନ ଲାଗୁ ହୋଇଛି । ମାତ୍ର ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ 24 ଘଣ୍ଟାରେ ଦେଶରେ 1684 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 34 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ବର୍ତ୍ତମାନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 23077 ପହଞ୍ଚିଥିବା ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରେ 17610 ଆକ୍ରାନ୍ତ ଆକ୍ଟିଭ ଥିବାବେଳେ 4749 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହ ବର୍ତ୍ତମାନ ସୁଦ୍ଧା ଦେଶରେ 718 କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.