ETV Bharat / bharat

ଦେଶରେ 65 ଲକ୍ଷ ପାର କୋରୋନା ଆକ୍ରାନ୍ତ ସଂଖ୍ୟା, ଦିନକରେ 940 ମୃତ

author img

By

Published : Oct 4, 2020, 10:05 AM IST

କୋରୋନା ମାମଲା ଥମିବା ସହ ଦେଶରେ 65 ଲକ୍ଷ ପାର କରିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ 24 ଘଣ୍ଟାରେ ଦେଶରେ 75,829 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 940 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 65 ଲକ୍ଷ 49 ହଜାର 374ରେ ପହଞ୍ଚିଛି ।

ଦେଶରେ 65 ଲକ୍ଷ ପାର କଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଥମୁଛି କୋରୋନା । ଯାହା ଦେଶ ପାଇଁ ଏକ ଆଶ୍ବସ୍ତିକର ଖବର । କୋରୋନା ମାମଲା ଥମିବା ସହ ଦେଶରେ 65 ଲକ୍ଷ ପାର କରିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ 24 ଘଣ୍ଟାରେ ଦେଶରେ 75,829 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 940 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 65 ଲକ୍ଷ 49 ହଜାର 374ରେ ପହଞ୍ଚିଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 55 ଲକ୍ଷ 9 ହଜାର 967 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 9 ଲକ୍ଷ 37, ହଜାର 625 ଆକ୍ରାନ୍ତ ଏବେବି ଚିକିତ୍ସିତ ହେଉଛନ୍ତି । ଏହାଛଡା ଦେଶରେ ବର୍ତ୍ତମାନ ସୁଦ୍ଧା 1 ଲକ୍ଷ 1 ହଜାର 782 ଜଣ ଆକ୍ରାନ୍ତଙ୍କର କୋରୋନାରେ ମୃତ୍ୟୁ ଘଟିଥିବା ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.