ETV Bharat / bharat

ଦେଶରେ 66 ଲକ୍ଷ ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା, କମୁଛି ମୃତ୍ୟୁ ସଂଖ୍ୟା

24 ଘଣ୍ଟାରେ ଦେଶରେ 74,442 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 903 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

ଦେଶରେ 66 ଲକ୍ଷ ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା

author img

By

Published : Oct 5, 2020, 10:22 AM IST

ନୂଆଦିଲ୍ଲୀ: ଦେଶରେ 66 ଲକ୍ଷ ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । 24 ଘଣ୍ଟାରେ ଦେଶରେ 74,442 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 903 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 66 ଲକ୍ଷ 23 ହଜାର 816ରେ ପହଞ୍ଚିଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 55 ଲକ୍ଷ 86 ହଜାର 704 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 9 ଲକ୍ଷ 34 ହଜାର 427 ଆକ୍ରାନ୍ତ ଏବେବି ଚିକିତ୍ସିତ ହେଉଛନ୍ତି । ଏହାଛଡା ଏଯାବତ୍ ଦେଶରେ 1,02,685 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୋମବାର କେନ୍ଦ୍ର ସ୍ବାସ୍ଥ୍ଯ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

I

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.