ETV Bharat / bharat

କମୁଛି ସଂକ୍ରମଣ, 24 ଘଣ୍ଟାରେ ଦେଶରେ 70496 ନୂଆ କୋରୋନା ମାମଲା

24 ଘଣ୍ଟାରେ ଦେଶରେ 70,496 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 964 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 69 ଲକ୍ଷ 6 ହଜାର 152ରେ ପହଞ୍ଚିଛି ।

ଦେଶରେ 69 ଲକ୍ଷ ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା

author img

By

Published : Oct 9, 2020, 10:37 AM IST

Updated : Oct 9, 2020, 10:43 AM IST

ନୂଆଦିଲ୍ଲୀ: ଦେଶରେ 69 ଲକ୍ଷ ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି । ଏହି କ୍ରମରେ 24 ଘଣ୍ଟାରେ ଦେଶରେ 70,496 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 964 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 69 ଲକ୍ଷ 6 ହଜାର 152ରେ ପହଞ୍ଚିଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 59 ଲକ୍ଷ 6 ହଜାର 70 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 8 ଲକ୍ଷ 93 ହଜାର 592 ଆକ୍ରାନ୍ତ ଏବେବି ଚିକିତ୍ସିତ ହେଉଛନ୍ତି । ଏହାଛଡା ଦେଶରେ ଏଯାବତ୍ 1 ଲକ୍ଷ 6 ହଜାର 490 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଶୁକ୍ରବାର ସୂଚନା ଦେଇଛନ୍ତି ।

Last Updated : Oct 9, 2020, 10:43 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.