ETV Bharat / bharat

କୋରୋନା ଅପଡେଟ୍: ଦେଶରେ 24 ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, 775 ମୃତ

author img

By

Published : Apr 25, 2020, 9:40 AM IST

ଗତ 24 ଘଣ୍ଟାରେ ଦେଶରେ 1429 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 57ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ବର୍ତ୍ତମାନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 24,506 ପହଞ୍ଚିଥିବା ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

_corona update
ଦେଶରେ 24 ହଜାର ଟପିଲା କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: କୋରୋନା ଭାଇରସ ବ୍ୟାପିବାରୁ ରୋକିବା ପାଇଁ ଦଏସରେ ମେ 3 ଯାଏଁ ଲକଡାଉନ ଲାଗୁ ହୋଇଛି । ମାତ୍ର ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ 24 ଘଣ୍ଟାରେ ଦେଶରେ 1429 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 57ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ବର୍ତ୍ତମାନ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 24,506 ପହଞ୍ଚିଥିବା ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରେ 18,668 ଆକ୍ରାନ୍ତ ଆକ୍ଟିଭ ଥିବାବେଳେ 5063 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହ ବର୍ତ୍ତମାନ ସୁଦ୍ଧା ଦେଶରେ 775 କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.