ETV Bharat / bharat

କୋରୋନା ଅପଡେଟ୍: ଦେଶରେ 12 ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, 414 ମୃତ - ଭାରତ କୋରୋନା ନ୍ୟୁଜ

ଭାରତରେ କୋରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇ 12380ରେ ପହଞ୍ଚିଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

_corona upadate
କୋରୋନା ଅପଡେଟ୍
author img

By

Published : Apr 16, 2020, 10:46 AM IST

ନୂଆଦିଲ୍ଲୀ: ସମଗ୍ର ବିଶ୍ବ ପାଇଁ ଚିନ୍ତାର କାରଣ ପାଲଟିଛି ମାରାତ୍ମକ କୋରୋନା ଭାଇରସ । ବିଶ୍ବର 120 ଉର୍ଦ୍ଧ୍ବ ଦେଶରେ କୋରୋନା କାୟା ବିସ୍ତାର କରିଥିବା ବେଳେ ଭାରତରେ ମଧ୍ୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଭାରତରେ କୋରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇ 12380ରେ ପହଞ୍ଚିଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରେ 10477 ଜଣ ଆକ୍ରାନ୍ତଆକ୍ଟିଭ ଥିବାବେଳେ 1489 ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହ ବର୍ତ୍ତମାନ ସୁଦ୍ଧା ଦେଶରେ 414 କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.