ETV Bharat / bharat

କୋରୋନା ଅପଡେଟ୍: ଗତ 24 ଘଣ୍ଟାରେ 35 ଆକ୍ରାନ୍ତ ମୃତ, ମୋଟ ଆକ୍ରାନ୍ତ 9152

author img

By

Published : Apr 13, 2020, 8:53 AM IST

ସମଗ୍ର ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଏହି କ୍ରମରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 9152ରେ ପହଞ୍ଚିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଳାୟ ସୂଚନା ଦେଇଛନ୍ତି ।

corona upadate
ଗତ 24 ଘଣ୍ଟାରେ 35 ଆକ୍ରାନ୍ତ ମୃତ

ନୂଆଦିଲ୍ଲୀ: ସମଗ୍ର ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଏହି କ୍ରମରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 9152ରେ ପହଞ୍ଚିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଳାୟ ସୂଚନା ଦେଇଛନ୍ତି ।

ଗତ 24 ଘଣ୍ଟାରେ ଦେଶରେ 35 କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା 308ରେ ପହଞ୍ଚିଛି ।

ଏପଟେ ମୋଟ ଆକ୍ରାନ୍ତଙ୍କ ମଧ୍ୟରେ 7987 ଆକ୍ରାନ୍ତ ଆକ୍ଟିଭ ଥିବାବେଳେ 856 ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଳାୟ ସୂଚନା ଦେଇଛନ୍ତି।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.