ETV Bharat / bharat

କୋରୋନା ଅପଡେଟ୍: ଦେଶରେ 14 ହଜାର ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା, 480 ମୃତ

ଭାରତରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 14,378 ପହଞ୍ଚିଥିବା ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

corona upadate
ଦେଶରେ 14000 ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା
author img

By

Published : Apr 18, 2020, 10:55 AM IST

ନୂଆଦିଲ୍ଲୀ: ସମଗ୍ର ବିଶ୍ବ ପାଇଁ ଚିନ୍ତାର କାରଣ ପାଲଟିଛି ମାରାତ୍ମକ କୋରୋନା ଭାଇରସ । ବିଶ୍ବର 120 ଉର୍ଦ୍ଧ୍ବ ଦେଶରେ କୋରୋନା କାୟା ବିସ୍ତାର କରିଥିବା ବେଳେ ଭାରତରେ ମଧ୍ୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତେବେ ଭାରତରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 14378 ପହଞ୍ଚିଥିବା ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରେ 11,906 ଆକ୍ରାନ୍ତ ଆକ୍ଟିଭ ଥିବାବେଳେ 1992 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହ ବର୍ତ୍ତମାନ ସୁଦ୍ଧା ଦେଶରେ 480 କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.