ETV Bharat / bharat

ପୁଲୱାମାରେ ସୁରକ୍ଷାକର୍ମୀ-ଆତଙ୍କୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି

author img

By

Published : Oct 29, 2019, 10:15 PM IST

ଜମ୍ମୁ କାଶ୍ମୀର ପୁଲଓ୍ଵାମା ଜିଲ୍ଲାର ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଅଧିକ ପଢନ୍ତୁ...

ଫଟୋ ସୌଜନ୍ୟ: ଇଟିଭି ଭାରତ

ଶ୍ରୀନଗର: ଜମ୍ମୁ କାଶ୍ମୀରର ପୁଲଓ୍ଵାମା ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ।

ଭିଡିଓ ସୌଜନ୍ୟ: ଇଟିଭି ଭାରତ

ଏହା ସହିତ ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେସନ୍‌ ଚଳାଇଛନ୍ତି ।

ବର୍ତ୍ତମାନ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି । ଶେଷ ଖବର ସୁଦ୍ଧା ଏନକାଉଣ୍ଟରରେ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ।

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.