ETV Bharat / bharat

ବଡଗାମରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ - ବଡଗାମ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ

ବାରମ୍ବାର ଘାଟିରେ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଖବର ସାମ୍ନାକୁ ଆସୁଛି । ଆଜି ପୁଣି ବଡଗାମ ଜିଲ୍ଲାର ଚାରେର ଶରିଫ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି ।

ବଡଗାମ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ

author img

By

Published : Sep 21, 2020, 7:18 PM IST

Updated : Sep 21, 2020, 7:57 PM IST

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରରେ ଥମୁନାହିଁ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ । ବାରମ୍ବାର ଘାଟିରେ ସେନା ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଖବର ସାମ୍ନାକୁ ଆସୁଛି । ଆଜି ପୁଣି ବଡଗାମ ଜିଲ୍ଲାର ଚାରେର ଶରିଫ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି ।

ବଡଗାମରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ

ଚାରେର ଶରିଫ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ପୋଲିସ, ସେନା ଏବଂ ସିଆରପିଏଫ୍‌ ର ମିଳିତ ଟିମ୍ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ।

ତେବେ ସୁରକ୍ଷାକର୍ମୀଙ୍କ ଟିମ ସନ୍ଦିଗ୍ଧ ସ୍ଥାନକୁ ଘେରି ରହିଥିବା ବେଳେ ଘରେ ଲୁଚି ରହିଥିବା ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏବେ ସୁଦ୍ଧା ଉଭୟ ପଟୁ ଗୁଳିବିମୟ ଜାରି ରହିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Sep 21, 2020, 7:57 PM IST

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.