ETV Bharat / bharat

ସୋପିଆନରେ ଏନକାଉଣ୍ଟର: ଯବାନଙ୍କ ଗୁଳିରେ 2 ଆତଙ୍କୀ ମୃତ

author img

By

Published : Mar 9, 2020, 10:44 AM IST

Updated : Mar 9, 2020, 12:14 PM IST

ସୋପିଆନରେ ସୋମବାର ଆତଙ୍କବାଦୀ ଓ ସୁରକ୍ଷାବଳ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଯବାନଙ୍କ ଗୁଳିରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଅଧିକ ପଢନ୍ତୁ...

ଫାଇଲ ଫଟୋ
ଫାଇଲ ଫଟୋ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ସୋପିଆନରେ ସୋମବାର ଆତଙ୍କବାଦୀ ଓ ସୁରକ୍ଷାବଳ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଯବାନଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି।

ସୋପିଆନରେ ଏନକାଉଣ୍ଟର

ଜାମ୍ମୁ କାଶ୍ମୀରର ସୋପିଆନ ଜିଲ୍ଲାରେ ହୋଇଥିବା ଏହି ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ପୋଲିସ ସୋମବାର କହିଛି। ଏନକାଉଣ୍ଟର ଜାରି ରହିଛି ଓ ସେନା ସମ୍ପୂର୍ଣ୍ଣ ଇଲାକାକୁ ଘେରି ରହିଥିବା କାଶ୍ମୀର ଜୋନ୍ ପୋଲିସ ସୂଚନା ଦେଇଛି ।

Last Updated : Mar 9, 2020, 12:14 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.