ETV Bharat / bharat

ଝାଡଖଣ୍ଡ ବିଧାନସଭା ନିର୍ବାଚନ; 40 ଜଣିଆ ଷ୍ଟାର ପ୍ରଚାରକ ତାଲିକାରୁ ପ୍ରିୟଙ୍କା ବାଦ୍‌

ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର 40 ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ସବୁଠାରୁ ଆଶ୍ଚର୍ଯ୍ୟ କଥା ଏହି ତାଲିକାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନାମକୁ ବାଦ ପଡିଛି। ଅଧିକ ପଢନ୍ତୁ...

author img

By

Published : Nov 14, 2019, 8:28 PM IST

ଫାଇଲ ଫଟୋ

ନୂଆଦିଲ୍ଲୀ: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ କଂଗ୍ରେସକୁ ପୁଣି ଥରେ ସଞ୍ଜିବନୀ ପ୍ରଦାନ କରିଛି । ଏବେ ଏହାକୁ ଆଧାର କରି ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଦଳ ପ୍ରଚାର ପ୍ରକ୍ରିୟାକୁ ଅତ୍ଯଧିକ କ୍ରିୟାଶୀଳ କରିବା ପାଇଁ ନିଷ୍ପତ୍ତି ନେଇଛି । ଏହି କ୍ରମରେ ଦଳ ଗୁରୁବାର 40 ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ସବୁଠାରୁ ଆଶ୍ଚର୍ଯ୍ୟ କଥା ଏହି ତାଲିକାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ନାମକୁ ବାଦ ପଡିଛି।

Jharkhand Assembly polls
ଫଟୋ ସୌଜନ୍ୟ: ଏଏନଆଇ

ଏହି 40 ଜଣିଆ ତାଲିକାରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ସାଂସଦ ରାହୁଲ ଗାନ୍ଧୀଙ୍କ ନାମକୁ ରହିଛି । ପ୍ରିୟଙ୍କାଙ୍କ ନାମ ବାଦ୍‌ ନେଇ ଚର୍ଚ୍ଚା ଜୋର ଧରିଛି ।

ଝାଡଖଣ୍ଡରେ ୮୧ ଆସନ ପାଇଁ ଏଠାରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ବର ୩୦ରୁ ନିର୍ବାଚନ ହେବାକୁ ଥିବା ବେଳେ ଡିସେମ୍ବର ୨୩ରେ ଗଣତି କରାଯିବ। ଏହାସହ ଚଳିତ ବିଧାନସଭା ନିର୍ବାଚନରେ ଝାଡଖଣ୍ଡ ବିଧାନସଭାର ୩୧ ଆସନରେ କଂଗ୍ରେସ ହେମନ୍ତ ସୋରେନଙ୍କ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ଓ ଲାଲୁ ପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ ସହ ମେଣ୍ଟ କରିଥିବା ଜଣାଯାଇଛି ।

Intro:Body:

national issue

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.