ETV Bharat / bharat

କର୍ଣ୍ଣାଟକ ସ୍ବାସ୍ଥ୍ୟମନ୍ତ୍ରୀ କୋରୋନା ସଂକ୍ରମିତ - କର୍ଣ୍ଣାଟକ ସ୍ବାସ୍ଥ୍ୟମନ୍ତ୍ରୀ ବି ଶ୍ରୀରାମୁଲୁ

ସ୍ବାସ୍ଥ୍ୟମନ୍ତ୍ରୀ ବି ଶ୍ରୀରାମୁଲୁଙ୍କ କୋରୋନା ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

କର୍ଣ୍ଣାଟକ ସ୍ବାସ୍ଥ୍ୟମନ୍ତ୍ରୀ କୋରୋନା ସଂକ୍ରମିତ

author img

By

Published : Aug 9, 2020, 5:57 PM IST

ବେଙ୍ଗାଲୁରୁ: କର୍ଣ୍ଣାଟକର ସ୍ବାସ୍ଥ୍ୟମନ୍ତ୍ରୀ ବି ଶ୍ରୀରାମୁଲୁ କୋରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ କୋରୋନା ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ନିକଟରେ ତାଙ୍କ ସଂସ୍ପର୍ସରେ କରିଥିବା ସମସ୍ତଙ୍କୁ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ଅନୁରୋଧ ମନ୍ତ୍ରୀ ।

କର୍ଣ୍ଣାଟକ ସ୍ବାସ୍ଥ୍ୟମନ୍ତ୍ରୀ କୋରୋନା ସଂକ୍ରମିତ
କର୍ଣ୍ଣାଟକ ସ୍ବାସ୍ଥ୍ୟମନ୍ତ୍ରୀ କୋରୋନା ସଂକ୍ରମିତ

ରବିବାର ଦିନ ଟ୍ବିଟ ଶ୍ରୀରାମୁଲୁ ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି, ଜ୍ବର ଲକ୍ଷଣ ପରେ ମୁଁ କୋରୋନା ଭାଇରସ ପରୀକ୍ଷଣ କରିଥିଲି । ମୋ ରିପୋର୍ଟ ପଜିଟିଭ ଆସିଛି । ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁରପ୍ପାଙ୍କ ନେତୃତ୍ବରେ ସ୍ବାସ୍ଥ୍ୟ ବିଭାଗ ସମେତ ସରକାରଙ୍କ ସମସ୍ତ ବିଭାଗୀୟ କର୍ମଚାରୀ କୋରୋନା ବିରୋଧୀ ଲଢେଇ ପାଇଁ କଠିନ ପରିଶ୍ରମ କରୁଛନ୍ତି ବୋଲି ସେ କହିଛନ୍ତି ।

ଏହା ପୂର୍ବରୁ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁରପ୍ପା ଏବଂ ତାଙ୍କ ଝିଅ କୋରୋନାରେ ଆକ୍ରାନ୍ତ ହୋଇଥିଲେ ।

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.