ETV Bharat / bharat

ମହାରାଷ୍ଟ୍ର ସରକାରୀ ଡାକ୍ତରଖାନାରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ 15 ରୋଗୀ

ମହାରାଷ୍ଟ୍ରର କୋଲହାପୁର ଜିଲ୍ଲାର ଏକ ସରକାରୀ ଡାକ୍ତରଖାନାର ଆଇସିୟୁ ବିଭାଗରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଛି । ଯେଉଁଥିରେ 15 ଜଣ ରୋଗୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

ମହାରାଷ୍ଟ୍ର ସରକାରୀ ଡାକ୍ତରଖାନାରେ ଅଗ୍ନିକାଣ୍ଡ,
ମହାରାଷ୍ଟ୍ର ସରକାରୀ ଡାକ୍ତରଖାନାରେ ଅଗ୍ନିକାଣ୍ଡ
author img

By

Published : Sep 28, 2020, 1:04 PM IST

ମୁମ୍ବାଇ: ସରକାରୀ ମେଡିକାଲରେ ଆଇସିୟୁ ବିଭାଗରେ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ରୋଗୀ । ଏହି ଘଟଣା ଘଟିଛି ସକାଳେ ମହାରାଷ୍ଟ୍ରର କୋଲହାପୁର ଜିଲ୍ଲାର ଏକ ସରକାରୀ ଡାକ୍ତରଖାନାର ଆଇସିୟୁ ବିଭାଗରେ ।

ସୂଚନା ଅନୁଯାୟୀ, ସୋମବାର ସକାଳେ କୋଲହାପୁର ଜିଲ୍ଲାର ଛତ୍ରପତି ପ୍ରମିଳା ରାଜେ ଜେନେରାଲ ହସ୍ପିଟାଲର ଆଇସିୟୁ ବିଭାଗରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିଲା । ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦିଆଯିବାପରେ ନିଆଁକୁ ଆୟତ କରାଯାଇଛି ।

ଏପଟେ ଆଇସିୟୁ ବିଭାଗରେ ଥିବା ସମସ୍ତ 15 ଜଣ ରୋଗୀଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନାନ୍ତର କରାଯାଇଛି । ତେବେ ତୁରନ୍ତ ପଦକ୍ଷେପ ଗ୍ରହଣ କାରଣ ଯୋଗୁଁ ଅଳ୍ପକେ 15 ରୋଗୀଙ୍କ ଜୀବନ ବଞ୍ଚିଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.