ETV Bharat / bharat

କୋରୋନାରେ ଆକ୍ରାନ୍ତ ହେଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

author img

By

Published : Sep 17, 2020, 3:30 PM IST

କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ମନ୍ତ୍ରୀ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି ।

କୋରୋନାରେ ଆକ୍ରାନ୍ତ ହେଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ
କୋରୋନାରେ ଆକ୍ରାନ୍ତ ହେଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ବଢିଚାଲିଛି ମହାମାରୀ କୋରୋନା ସଂକ୍ରମଣ । ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ଜନପ୍ରତିନିଧି ପର୍ଯ୍ୟନ୍ତ ସମସ୍ତେ କୋରୋନା କବଳରେ କବଳିତ । ଅନେକ ହେଭିୱେଟ ନେତା ମନ୍ତ୍ରୀ କୋରୋନାରେ ସଂକ୍ରମିତ ହୋଇସାରିଲେଣି । ଏପରିସ୍ଥିତିରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ମନ୍ତ୍ରୀ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି ।

କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଟ୍ବିଟ କରି କହିଛନ୍ତି ବୁଧବାର ରାତିରେ ମୋର କୋରୋନା ରିପୋର୍ଟ ପଜିଟିଭ ଆସିଛି । ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି ପ୍ରହ୍ଲାଦ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.