ETV Bharat / bharat

ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଆଲର୍ଟ କଲା NDMA - ପ୍ରବଳ ବର୍ଷା ସମ୍ଭାବନା

ଦେଶର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଷ ବର୍ଷା ହେବା ନେଇ ସୋମବାର ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ସତର୍କ ସୂଚନା ଜାରି କରିଛି।

weather
ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
author img

By

Published : Aug 10, 2020, 1:44 PM IST

ନୂଆଦିଲ୍ଲୀ: ଦେଶର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଷ ବର୍ଷା ହେବା ନେଇ ସୋମବାର ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ସତର୍କ ସୂଚନା ଜାରି କରିଛି। ହିମାଚଳ ପ୍ରଦେଶ, ଉତ୍ତରପ୍ରଦେଶ, ଉତ୍ତର ପଞ୍ଜାବ, ପଶ୍ଚିମ ଉତ୍ତରପ୍ରଦେଶ, ପୂର୍ବ ରାଜସ୍ଥାନ, ପୂର୍ବ ମଧ୍ୟପ୍ରଦେଶ, ଓଡିଶା, ଉପକୂଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ କର୍ଣ୍ଣାଟକ ଏବଂ କେରଳର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଇଏମଡି ସୋମବାର ସକାଳେ ଏକ ଟ୍ୱିଟରେ କହିଛି।

ଟ୍ବିଟରରେ ଆହୁରି ମଧ୍ୟ କୁହାଯାଇଛି ଯେ, ଜାମ୍ମୁ କାଶ୍ମୀର, ଲଦାଖ, ଗିଲଗିଟ-ବାଲ୍ଟିସ୍ତାନ, ମୁଜାଫରବାଦ, ହରିୟାଣା, ଚଣ୍ଡିଗଡ଼, ଦିଲ୍ଲୀ, ପୂର୍ବ ଉତ୍ତରପ୍ରଦେଶ, ପଶ୍ଚିମ ରାଜସ୍ଥାନ, ପଶ୍ଚିମ ମଧ୍ୟପ୍ରଦେଶ, ବିଦର୍ଭ, ବିହାର, ପଶ୍ଚିମବଙ୍ଗ, ସିକ୍କିମ, ଅରୁଣାଚଳ ପ୍ରଦେଶ, ଆସାମ ଏବଂ ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ତ୍ରିପୁରା, କୋଙ୍କଣ ଏବଂ ଗୋଆ, ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ୟାନାମ, ତେଲେଙ୍ଗାନା ଏବଂ ଉତ୍ତର ଆଭ୍ୟନ୍ତରୀଣ କର୍ଣ୍ଣାଟକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.