ETV Bharat / bharat

ଆଜି ଦିନର ବଡଖବର, ଯାହା ଉପରେ ଆପଣଙ୍କ ନଜର... - ଆଜି ଦିନର ବଡଖବର

ଦେଶ-ଦୁନିଆ, କ୍ରୀଡା, ମନୋରଞ୍ଜନ ଏବଂ ରାଜନୀତିରେ କଣ ହେଉଛି ଖାସ, କେଉଁଠି ଅଛି କାର୍ଯ୍ୟକ୍ରମ, ଗୋଟିଏ କ୍ଲିକରେ ETV Bharat ଦେବ ପ୍ରମୁଖ ଖବର...

ଆଜି ଦିନର ବଡଖବର, ଯାହା ଉପରେ ଆପଣଙ୍କ ନଜର...
ଆଜି ଦିନର ବଡଖବର, ଯାହା ଉପରେ ଆପଣଙ୍କ ନଜର...
author img

By

Published : Nov 21, 2020, 6:58 AM IST

ଆଜି ଦିନର ବଡଖବର, ଯାହା ଉପରେ ଆପଣଙ୍କ ନଜର...

1. ଆଜି ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନ ।

2. ଦ୍ବିତୀୟ ଦିନ ଅଧିବେଶନରେ ଆସିବ ଅତିରିକ୍ତ ବ୍ୟୟ ମଞ୍ଜୁର ବିଲ ।

3. ଆଜି ପ୍ରକାଶ ପାଇବ ଏକକ PG ପ୍ରବେଶିକା ମେଧା ତାଲିକା । ସାମ୍ସ ୱେବସାଇଟରୁ ଜାଣିପାରିବେ ଛାତ୍ରଛାତ୍ରୀ ।

4. ଆଜି 11ଟି ନୂତନ ଅନଲାଇନ ସେବା ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । 5ଟି ଅଧିନରେ ରହିବ ଏହି ସେବା ।

5.ଆଜି ଅନ୍ତର୍ଜାତୀୟ ଭଟ୍ଟାୟନ ସାହିତ୍ୟ ସମ୍ମାନରେ ସମ୍ମାନିତ ହେବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ।

6. ଆଜି ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ।

7.ଆଜି G20 ସମିଟକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ସାଉଦୀ ଆରବ ରାଜା ।

8.ଆଜି ଜାତୀୟ NEWBORN WEEKର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ.ହର୍ଷବର୍ଦ୍ଧନ ।

9.ଆଜି ବିଶ୍ବ ମତ୍ସ୍ୟ ଦିବସ । ମତ୍ସ୍ୟ ପଶୁ ସମ୍ପଦ ବିଭାଗ ତରଫରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ।

10.ISL-7ର 2ୟ ମ୍ୟାଚ ଆଜି ନର୍ଥ ଇଷ୍ଟ ୟୁନାଇଟେଡ୍‌ ଏଫ୍‌ସି ଓ ମୁମ୍ବାଇ ସିଟି ଏଫ୍‌ସି ମଧ୍ୟରେ ଖେଳାଯିବ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.