ନୂଆଦିଲ୍ଲୀ : କୋରୋନାକୁ ନେଇ ବିଶ୍ବବ୍ୟାପୀ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଭାରତରେ 60 ପଜେଟିଭ ଚିହ୍ନଟ ହୋଇସାରିଛନ୍ତି । କୋରୋନାକୁ ନେଇ କେନ୍ଦ୍ରସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ବିନୀ କୁମାର ଚୌବେ ପ୍ରତିକ୍ରିୟା ରଖିଛନ୍ତି ।
ସେ କହିଛନ୍ତି କୋରୋନା ଭାଇରସକୁ ନେଇ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ । କୋରୋନାକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ପ୍ରତିଷେଧକ ମୂଳକ ବ୍ୟବସ୍ଥା ଗ୍ରହଣ କରାଯାଉଛି ବୋଲି ସେ କହିଛନ୍ତି ।
ସୌଜନ୍ୟ @IANS