ETV Bharat / bharat

ବାରାମୁଲାରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ମୃତ

author img

By

Published : Mar 13, 2020, 4:28 PM IST

ବାରାମୁଳା ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । ଅଧିକ ପଢନ୍ତୁ....

aa
ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଜଣେ ଆତଙ୍କବାଦୀ ମୃତ

ଶ୍ରୀନଗର: ଜମ୍ମୁ କାଶ୍ମୀରର ବାରାମୁଳା ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । ମୃତ ଆତଙ୍କବାଦୀ ଜଣଙ୍କ ସୁଟଲୁ ରଫିଆବାଦର ମୁଦାସୀର ଅହମ୍ମଦ ଭଟ୍ଟ ବୋଲି ଜଣାପଡିଛି ।

ପୋଲିସର ସୂଚନାନୁଯାୟୀ, ବାରମୁଳାର ଶାହାଟୁଲୋ ଗାଁରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ସମୟରେ ଆତଙ୍କୀଙ୍କ ସହ ମୁହାଁମୁହିଁ ହୋଇଥିଲା। ଏଥିରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଥିବା ଜଣାପଡିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.