ETV Bharat / bharat

LOCରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

author img

By

Published : Mar 29, 2020, 11:56 PM IST

ଜାମ୍ମୁ କାଶ୍ମୀରର ପୁଞ୍ଚ ଜିଲ୍ଲାରେ LOCର କେରାନୀ ଏବଂ କସବା ସେକ୍ଟରରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି ।

pakistan-ceasefire-violation-in-loc
LoCରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର: ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ । ଜମ୍ମୁ କାଶ୍ମୀରର LOCରେ ପାକିସ୍ତାନୀ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିଛି ।

ଜାମ୍ମୁ କାଶ୍ମୀରର ପୁଞ୍ଚ ଜିଲ୍ଲାର କେରାନୀ ଏବଂ କସବା ସେକ୍ଟରରେ ଏହି ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିବା ଜଣାପଡିଛି । ପୁଞ୍ଚ ଜିଲ୍ଲାର ଲାଇନ୍ ଅଫ୍ କଣ୍ଟ୍ରୋଲ୍ (LOC) ରେ ପାକିସ୍ତାନୀ ସେନା ଗୁଳି ବର୍ଷିଣ କରିଥିଲା । ଭାରତୀୟ ସେନା ମଧ୍ୟ ଏହି ଗୁଳି ବିନିମୟରେ ଜବାବ ଦେଇଛି ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.