ETV Bharat / bharat

କେଶୁଭାଇ ପଟେଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

author img

By

Published : Oct 29, 2020, 3:17 PM IST

ସୋମବାର ଅହମ୍ମଦାବାଦର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରି ଏକ ଟ୍ବିଟ କରିଛନ୍ତି । ଅଧିକ ପଢନ୍ତୁ...

କେଶୁଭାଇ ପଟେଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
କେଶୁଭାଇ ପଟେଲଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

ଗାନ୍ଧୀନଗର: ପରଲୋକରେ ଗୁଜୁରାଟ ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲ । ସୋମବାର ଅହମ୍ମଦାବାଦର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ 92 ବର୍ଷ ହୋଇଥିଲା ।

ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରି ଏକ ଟ୍ବିଟ କରିଛନ୍ତି । ଟ୍ବିଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି,‘ କେଶୁଭାଇଙ୍କ ମୃତ୍ୟୁରେ ମୁଁ ବହୁତ ଦୁଃଖିତ । ସେ ମୋ ପାଇଁ ପିତା ପରି ଥିଲେ । ତାଙ୍କର ଅନୁପସ୍ଥିତି ଅପୂରଣୀୟ’ । ସେହିପରି କେଶୁଭାଇଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି ।

ପ୍ରକାଶ ଥାଉକି, ଗତ ସେପ୍ଟେମ୍ବର ମାସରେ ସେ କୋରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ । ତେବେ ନିକଟରେ ଶ୍ବାସକ୍ରିୟାରେ ସମସ୍ୟା ଦେଖାଦେବାରୁ ତାଙ୍କୁ ଅହମ୍ମଦାବାଦରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସିତ ଅବସ୍ଥାରେ ତାଙ୍କର ମେଡିକାଲରେ ମୃତ୍ୟୁ ହୋଇଥିବା ସୂଚନା ରହିଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.