ETV Bharat / bharat

ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

author img

By

Published : Dec 25, 2019, 9:34 AM IST

Updated : Dec 25, 2019, 10:04 AM IST

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀରେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ । 'ସଦୈବ ଅଟଳ' ପହଞ୍ଚି ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବିଜେପି ନେତା ।

Sadaiv Atal'
ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ବାଜପେୟୀଙ୍କ ସ୍ମୃତି ପୀଠ ସଦୈବ ଅଟଳରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୋଦି ଓ କୋବିନ୍ଦ ।

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ, ବିଜେପିର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ଅଟଳ ବିହାରୀଙ୍କ ସ୍ମୃତି ପୀଠରେ ପହଞ୍ଚି ପୁଷ୍ପ ଅର୍ପଣ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ପୂର୍ବରୁ ବୁଧବାର ସକାଳେ ପ୍ରଧାନମନ୍ତ୍ରୀ ଟ୍ବିଟ କରି ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

vajpayee
ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି

ସେହି ପରି ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ଟ୍ବିଟ କରି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

Intro:Body:

BLANK FOR LINK 

Conclusion:
Last Updated : Dec 25, 2019, 10:04 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.