ନୂଆଦିଲ୍ଲୀ: ଆଜି ଅପରାହ୍ନ 4ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାତ୍ୟା ‘ଅମ୍ଫାନ’କୁ ନେଇ ଗୃହ ମନ୍ତ୍ରଣାଳୟ ଏବଂ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ସହିତ ଏକ ଉଚ୍ଚସ୍ତରୀୟ ବୈଠକ କରିବେ ।
ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ଦେଶର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପରିସ୍ଥିତିର ସମୀକ୍ଷା କରିବେ।