ETV Bharat / bharat

ଜାତୀୟ ଯୁଦ୍ଧ ସ୍ମାରକୀରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ରାଷ୍ଟ୍ରପତି

author img

By

Published : Aug 15, 2019, 4:12 PM IST

ଜାତୀୟ ଯୁଦ୍ଧ ସ୍ମାରକୀରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ତିନି ସେନା ମୁଖ୍ୟ ।

ଫଟୋ ସୌଜନ୍ୟ: ଏଏନଆଇ

ନୂଆଦିଲ୍ଲୀ: ଦେଶ ପାଳୁଛି 73 ତମ ସ୍ବଧୀନତା ଦିବସ । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରୀୟ ଯୁଦ୍ଧ ସ୍ମାରକୀରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି । ଏଥିସହ ରକ୍ଷାମନ୍ତ୍ରୀ ରାଜନାଥ ସିଂହ ଓ ତିନି ସେନାର ମୁଖ୍ୟ ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହି ଦେଶ ପାଇଁ ଶହୀଦ ହୋଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି ।

25 ଫେବୃଆରୀରେ ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀର ଇଣ୍ଡିଆ ଗେଟ ନିକଟରେ ଜାତୀୟ ଯୁଦ୍ଧ ସ୍ମାରକୀର ଉଦଘାଟନ କରିଥିଲେ ।

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.