ETV Bharat / bharat

ଝାଡଖଣ୍ଡ ବିଧାନସଭା ନିର୍ବାଚନ: ଆଜି ଦୁମକାରେ ଗର୍ଜିବେ ମୋଦି

author img

By

Published : Dec 15, 2019, 9:03 AM IST

ଆଜି ଝାଡଖଣ୍ଡର ଦୁମକାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

modi-public-rally
ଫାଇଲ ଫଟୋ

ରାଞ୍ଚି: ଝାଡଖଣ୍ଡ ବିଧାନସଭା ନିର୍ବାଚନ ଲାଗି ପ୍ରଥମ, ଦ୍ବିତୀୟ ଏବଂ ତୃତୀୟ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ । ଏନେଇ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଆଜି(ରବିବାର) ଝାଡଖଣ୍ଡର ଦୁମକାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି ପ୍ରାୟ ଦେଢ ଘଣ୍ଟା ଦୁମକାରେ ରହିବେ । ଏନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ଚତୁର୍ଥ ପର୍ଯ୍ୟାୟରେ ବିଧାନସଭାର ମୋଟ 15ଟି ଆସନରେ ମତଦାନ ହେବ । ଏହି ପର୍ଯ୍ୟାୟରେ ମୋଟ 221 ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ । ସେଥିମଧ୍ୟରୁ 23 ଜଣ ମହିଳା ପ୍ରାର୍ଥୀ ରହିଛନ୍ତି । 15 ଆସନ ମଧ୍ୟରୁ 3 ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ଥିବାବେଳେ 12 ଆସନ ସାମାନ୍ୟ ବର୍ଗ ପାଇଁ ରହିଛି ।

Intro:Body:

fgffff

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.