ETV Bharat / bharat

ମାର୍ଚ୍ଚ 2 ପର୍ଯ୍ୟନ୍ତ ରାଜ୍ୟସଭା ମୁଲତବୀ - ରାଜ୍ୟସଭା ମୁଲତବୀ

ରାଜ୍ୟସଭାରେ ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଶେଷ । ଗୃହ ମାର୍ଚ୍ଚ 2 ତାରିଖ ପର୍ଯ୍ୟନ୍ତ ମୁଲତବୀ । ମାର୍ଚ୍ଚ 2 ତାରିଖ ସକାଳ 11ଟାରୁ ଆରମ୍ଭ ହେବ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ।

rajya sabha adjourned till march 2
ମାର୍ଚ୍ଚ 2 ତାରିଖ ପର୍ଯ୍ୟନ୍ତ ରାଜ୍ୟସଭା ମୁଲତବୀ
author img

By

Published : Feb 11, 2020, 5:19 PM IST

ନୂଆଦିଲ୍ଲୀ: ରାଜ୍ୟସଭାରେ ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଶେଷ । ଗୃହ ମାର୍ଚ୍ଚ 2 ତାରିଖ ପର୍ଯ୍ୟନ୍ତ ମୁଲତବୀ । ମାର୍ଚ୍ଚ 2 ତାରିଖ ସକାଳ 11ଟାରୁ ଆରମ୍ଭ ହେବ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ।

ମାର୍ଚ୍ଚ 2 ତାରିଖ ପର୍ଯ୍ୟନ୍ତ ରାଜ୍ୟସଭା ମୁଲତବୀ

ରାଜ୍ୟସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ ଉପରେ ଆଲୋଚନା ପରେ ଗୃହକୁ ମାର୍ଚ୍ଚ 2 ତାରିଖ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କେୟା ନାଇଡୁ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜାନୁଆରୀ 31ରୁ ଆରମ୍ଭ ହୋଇଥିଲା । ଏହି କାର୍ଯ୍ୟଦିବସ ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ 2020-21 ଗୃହରେ ଉପସ୍ଥାପନ କରିଥିଲେ । ଅନ୍ୟପଟେ ଲୋକସଭାକୁ ମାର୍ଚ୍ଚ 2 ତାରିଖ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି।

Intro:Body:

BLANK FOR LINK 

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.