ETV Bharat / bharat

ଶୀତକାଳୀନ ଅଧିବେଶନ ଦିନକ ପୂର୍ବରୁ ଉପରାଷ୍ଟ୍ରପତିଙ୍କ ଘରେ ବସିବ ସର୍ବଦଳୀୟ ବୈଠକ

author img

By

Published : Nov 11, 2019, 6:32 PM IST

ସଂସଦର ଶୀତକାଳୀନ ଅଧିବେଶନ ଆସନ୍ତା ନଭେମ୍ବର ୧୮ରୁ ଆରମ୍ଭ ହେବ। ଏଥିପାଇଁ ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଏମ୍‍. ଭେଙ୍କୟାନାଇଡୁ ଅଧିବେଶନ ଆରମ୍ଭର ଠିକ୍‌ ଗୋଟିଏ ଦିନ ପୂର୍ବରୁ ନିଜ ବାସଭବନରେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଅଧିକ ପଢନ୍ତୁ...

ଡିଜାଇନ ଫଟୋ

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଆସନ୍ତା ନଭେମ୍ବର ୧୮ରୁ ଆରମ୍ଭ ହେବ। ଏଥିପାଇଁ ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଏମ୍‍. ଭେଙ୍କୟାନାଇଡୁ ଅଧିବେଶନ ଆରମ୍ଭର ଠିକ୍‌ ଗୋଟିଏ ଦିନ ପୂର୍ବରୁ ଅର୍ଥାତ 17 ତାରିଖରେ ନିଜ ବାସଭବନରେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ସବୁ ଦଳର ସଦସ୍ୟ ସାମିଲ ରହିବେ।

ଏଠାରେ ସୂଚନା ଯୋଗ୍ୟ ଯେ , ସଂସଦର ଶୀତକାଳୀନ ଅଧିବେଶନ ଆସନ୍ତା ନଭେମ୍ବର ୧୮ରୁ ଆରମ୍ଭ ହେବ। ଡିସେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ସଂସଦର ଉଭୟ ରାଜ୍ୟସଭା ଓ ଲୋକସଭାର ସଚିବଙ୍କୁ ଏନେଇ ପୂର୍ବରୁ ଅବଗତ କରାଯାଇଛି।

Intro:Body:

BLANK FOR LINK 

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.