ETV Bharat / bharat

ମର୍ମନ୍ତୁଦ ସଡକ ଦୁର୍ଘଟଣା: 2 ମୃତ 6 ଆହତ - ମର୍ମନ୍ତୁଦ ସଡକ ଦୁର୍ଘଟଣା

ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏଥିରେ 2 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 6 ଆହତ । ଅଧିକ ପଢନ୍ତୁ....

Road accident in rajasthan
ମର୍ମନ୍ତୁଦ ସଡକ ଦୁର୍ଘଟଣା
author img

By

Published : Mar 10, 2020, 2:10 PM IST

ଜୟପୁର : ରାଜସ୍ଥାନର ପିନଓ୍ବାରା ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ 2 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ, 6 ଆହତ ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ମେଡିକାଲକୁ ପଠାଇ ଥିବାବେଳେ, ମୃତକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।

ମର୍ମନ୍ତୁଦ ସଡକ ଦୁର୍ଘଟଣା

ସୂଚନା ଅନୁସାରେ ଟ୍ରକ ସହ ବସର ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ବସଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି । ଦୁର୍ଘଟଣା ପରେ ରାସ୍ତାରେ ଭିଡ ଲାଗିଥିଲା । ତେବେ ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.