ETV Bharat / bharat

ଦେଶରେ ଗୋଟିଏ ଦିନରେ 64,399 ନୂଆ ଆକ୍ରାନ୍ତ ଚିହ୍ନଟ, 861 ମୃତ - କୋରୋନା

ଗତ 24 ଘଣ୍ଟାରେ 64,399 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ 861 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 21,53,011ରେ ପହଞ୍ଚିଛି ।

_corona upadate
ଦେଶରେ ଗୋଟିଏ ଦିନରେ କୋରୋନା 64,399 ନୂଆ ଆକ୍ରାନ୍ତ ଚିହ୍ନଟ
author img

By

Published : Aug 9, 2020, 10:09 AM IST

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଭାବେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହି କ୍ରମରେ ଗତ 24 ଘଣ୍ଟାରେ 64,399 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ 861 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 21,53,011ରେ ପହଞ୍ଚିଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 14,80,885 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 6,28,747 ଆକ୍ରାନ୍ତ ଏବେବି ଦେଶର ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି । ଏଥିସହ କୋରୋନା କାରଣରୁ ଦେଶରେ ଏବେସୁଦ୍ଧା 43,379 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.