ETV Bharat / bharat

ଦେଶରେ ଗୋଟିଏ ଦିନରେ 88,600 ନୂଆ ଆକ୍ରାନ୍ତ ଚିହ୍ନଟ, 1124 ମୃତ

author img

By

Published : Sep 27, 2020, 10:24 AM IST

24 ଘଣ୍ଟାରେ ଦେଶରେ 88,600 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 1124 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା 59 ଲକ୍ଷ 92 ହଜାର 533କୁ ବୃଦ୍ଧି ପାଇଛି ।

ଦେଶରେ ଗୋଟିଏ ଦିନରେ 88,600 ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଏହି କ୍ରମରେ 24 ଘଣ୍ଟାରେ ଦେଶରେ 88,600 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 1124 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା 59 ଲକ୍ଷ 92 ହଜାର 533କୁ ବୃଦ୍ଧି ପାଇଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 49 ଲକ୍ଷ 41 ହଜାର 628 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ 9 ଲକ୍ଷ 56 ହଜାର 402 ଆକ୍ରାନ୍ତ ଏବେବି ଚିକିତ୍ସିତ ହେଉଛନ୍ତି । ଏହାଛଡା ଏଯାବତ୍ ଦେଶରେ ମାରାତ୍ମକ ଭାଇରସ କାରଣରୁ 94,503 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.