ETV Bharat / bharat

କୋରୋନା ଅପଡେଟ୍: ଦେଶରେ 74000 ଟପିଲା ଆକ୍ରାନ୍ତ ସଂଖ୍ୟା, ମୋଟ 2415 ମୃତ

author img

By

Published : May 13, 2020, 10:24 AM IST

ଗତ 24 ଘଣ୍ଟାରେ ଭାରତରେ 3525 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 122 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଭାରତରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 74281 ପହଞ୍ଚିଥିବା ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

corona
ଦେଶରେ 74000 ଟପିଲା ଆକ୍ରାନ୍ତ ସଂଖ୍ୟା

ନୂଆଦିଲ୍ଲୀ: ସମଗ୍ର ବିଶ୍ବ ପାଇଁ ଚିନ୍ତାର କାରଣ ପାଲଟିଛି ମାରାତ୍ମକ କୋରୋନା ଭାଇରସ । ବିଶ୍ବର 120ରୁ ଉର୍ଦ୍ଧ୍ବ ଦେଶରେ କୋରୋନା କାୟା ବିସ୍ତାର କରିଥିବା ବେଳେ ଭାରତରେ ମଧ୍ୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ 24 ଘଣ୍ଟାରେ ଭାରତରେ 3525 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 122ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଭାରତରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 74281 ପହଞ୍ଚିଥିବା ବୁଧବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରେ 47480 ଜଣ ଆକ୍ରାନ୍ତ ଆକ୍ଟିଭ ଥିବାବେଳେ 24386 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହ ବର୍ତ୍ତମାନ ସୁଦ୍ଧା ଦେଶରେ 2415 କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.