ETV Bharat / bharat

ଦିଲ୍ଲୀ କୋରୋନା ଅପଡେଟ୍: 1767 ଆକ୍ରାନ୍ତ, 42 ମୃତ

ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ କୋରୋନା ଆକ୍ରାନ୍ତଙ୍କ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ମୋଟ କୋରୋନା ଆକ୍ରାନ୍ତ ସଂଖ୍ୟା 1767ରେ ପହଞ୍ଚିଛି ।

_corona upadate
ଦିଲ୍ଲୀ କୋରୋନା ଅପଡେଟ୍
author img

By

Published : Apr 18, 2020, 1:24 PM IST

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ମୋଟ କୋରୋନା ଆକ୍ରାନ୍ତ ସଂଖ୍ୟା 1767ରେ ପହଞ୍ଚିଛି ।

ତେବେ ଦିଲ୍ଲୀରେ 911 ଜଣ ଆକ୍ରାନ୍ତ ବିଭିନ୍ନ ମେଡିକାଲରେ ଭର୍ତ୍ତି ଥିବାବେଳେ ସେମାନଙ୍କ ମଧ୍ୟରୁ 27 ଜଣ ଆଇସିୟୁ ଏବଂ 6 ଜଣ ଆକ୍ରାନ୍ତ ଭେଣ୍ଟିଲେଟରରେ ଥିବା ଜଣାପଡିଛି । ଏଥିସହ ଏପର୍ଯ୍ୟନ୍ତ ଦିଲ୍ଲୀରେ 42 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ପ୍ରକାଶ ଥାଉକି, ଭାରତରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 14378 ପହଞ୍ଚିଥିବା ବେଳେ 11,906 ଆକ୍ରାନ୍ତ ଆକ୍ଟିଭ , 1992 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହ ବର୍ତ୍ତମାନ ସୁଦ୍ଧା ଦେଶରେ 480 କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.