ETV Bharat / bharat

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ 3 ଆତଙ୍କବାଦୀ ନିପାତ

author img

By

Published : Jun 3, 2020, 12:09 PM IST

ବୁଧବାର ସକାଳେ ଜାମ୍ମୁ କାଶ୍ମୀରର ପୁଲୱାମା କାନଗାନ ଅଞ୍ଚଳରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ଯରେ ଏନକାଉଣ୍ଟରରେ 3 ଜଣ ଆତଙ୍କବାଦୀ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛନ୍ତି ଜାମ୍ମୁ କାଶ୍ମୀର ପୋଲିସ ।

encounter
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ 3 ଆତଙ୍କବାଦୀ ମୃତ୍ୟୁ

ନୂଆଦିଲ୍ଲୀ: ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ଯରେ ଏନକାଉଣ୍ଟର । ବୁଧବାର ସକାଳେ ଜାମ୍ମୁ କାଶ୍ମୀରର ପୁଲୱାମା କାନଗାନ ଅଞ୍ଚଳରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ଯରେ ଏନକାଉଣ୍ଟରରେ 3 ଜଣ ଆତଙ୍କବାଦୀ ମୃତ୍ୟୁ ଘଟିଛି । ଏନେଇ ସୂଚନା ଦେଇଛନ୍ତି ଜାମ୍ମୁ କାଶ୍ମୀର ପୋଲିସ ।

ଏଥିସହ ଘଟଣାସ୍ଥଳରୁ ବହୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଛି। ଏହି ଅଞ୍ଚଳରେ ମୋବାଇଲ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି ।

ପ୍ରକାଶ ଥାଉକି, ଗତ ମଙ୍ଗଳବାର ଟ୍ରାଲରେ ହୋଇଥିବା ଏକ ଅପରେସନରେ ଜୈସ-ଇ-ମହମ୍ମଦର ଦୁଇ ଆତଙ୍କବାଦୀ ଟଳି ପଡିଥିଲେ। ସେମାନଙ୍କ ନିକଟରୁ ଦୁଇଟି ବନ୍ଧୁକ ଏବଂ ବହୁ ପରିମାଣର ଗୁଳି ଜବତ କରାଯାଇଥିଲା ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.