ETV Bharat / bharat

ସ୍ବର୍ଣ୍ଣ ମନ୍ଦିରରେ 'ଟିକଟକ୍‌' ବ୍ୟାନ

author img

By

Published : Feb 8, 2020, 4:47 PM IST

ପଞ୍ଜାବର ଅମ୍ରିତସରସ୍ଥିତ ସ୍ବର୍ଣ୍ଣ ମନ୍ଦିର ପରିସରରେ 'ଟିକଟକ୍‌' ଭିଡଓ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଅଧିକ ପଢନ୍ତୁ...

tiktok
ସ୍ବର୍ଣ୍ଣ ମନ୍ଦିରରେ ବ୍ୟାନ ହେଲା 'ଟିକଟିକ'

ଚଣ୍ଡିଗଡ: ପଞ୍ଜାବର ଅମ୍ରିତସରସ୍ଥିତ ସ୍ବର୍ଣ୍ଣ ମନ୍ଦିର ପରିସରରେ 'ଟିକଟକ୍‌' ଉପରେ ପ୍ରତିବନ୍ଧକ ଲଗାଯାଇଛି । ଶିରୋମଣି ଗୁରୁଦ୍ବାର ପ୍ରବନ୍ଧକ କମିଟି ପକ୍ଷରୁ ଭିଡିଓ ନକରିବା ନେଇ ନୋଟିସ ଜାରି ହୋଇଛି ।

ସ୍ବର୍ଣ୍ଣ ମନ୍ଦିର ପରିସରରେ ପ୍ରସ୍ତୁତ ହୋଇଥିବା କିଛି 'ଟିକଟକ୍‌' ଭିଡିଓ ସାମ୍ନାକୁ ଆସିଥିଲା । ଯାହାକୁ ନେଇ କମିଟି ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି । ପୂର୍ବରୁ 'ଟିକଟକ୍‌' ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ପରବର୍ତ୍ତୀ ସମୟରେ ହାଇକୋର୍ଟ ଏହାକୁ ପୁଣି ଥରେ ଏହାର ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

Intro:ବସ୍ତାରେ ବନ୍ଧା ଅବସ୍ଥାରେ ଦୁଇଟି ମୃତଦେହ ଉଦ୍ଧାର ହେଲା ।ଉଦ୍ଧାର ମୃତଦେହ ଦୁଇଟି ଜଣେ ଯୁବକ, ଜଣେ ମହିଳାBody:ଆଙ୍କର- କେନ୍ଦୁଝର ଜିଲ୍ଲା ବାରିଆ ଥାନା ଅନ୍ତର୍ଗତ ବୈତରଣୀ ନଦୀର ଫୁଲକଁଳେଇ ଖଲି ଚଉପତି ଘାଟରେ ବସ୍ତାରେ ବନ୍ଧା ହୋଇଥିବା ଅଚିହ୍ନା ଶବ ଭାସୁଥିବା ଦେଖିବାକୁ ମିଳିଥିଲା । ବସ୍ତାଟି ଦୁଇଦିନ ଧରି ସେଠାରେ ଭାସୁଥିବାର ଲୋକେ ଦେଖିଥିଲେ । ତେବେ ସନ୍ଦେହ ହେବାରୁ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟଲୋକ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ଉକ୍ତ ବସ୍ତା ଭିତରୁ ଜଣେ ଯୁବକ ଓ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ।ମୃତଦେହ ଦୁଇଟିକୁ ବସ୍ତାରେ ଭର୍ତ୍ତି କରିବା ପରେ ପଥରରେ ବାନ୍ଧି ପାଣିରେ ପକାଇ ଦିଆଯାଇଥିବା ଜଣାପଡିଛି । ତେବେ ଉଭୟଙ୍କୁ କେହି ଦୁର୍ବୃତ୍ତ ହତ୍ୟାକରିବା ପରେ ବସ୍ତାରେ ଭର୍ତ୍ତି କରି ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ବାରିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ମୃତକଙ୍କ ପରିଚୟ ମିଳିନାହିଁ ।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.