ETV Bharat / bharat

ଗତ 24 ଘଣ୍ଟାରେ ଦିଲ୍ଲୀରେ 141 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ, ମୋଟ 293

author img

By

Published : Apr 3, 2020, 12:13 PM IST

ଗତ 24 ଘଣ୍ଟା ମଧ୍ୟରେ ଦିଲ୍ଲୀରେ 141 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା 293ରେ ପହଞ୍ଚିଛି ।

corona upadate
ଗତ 24 ଘଣ୍ଟାରେ ଦିଲ୍ଲୀରେ 141 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହି କ୍ରମରେ ଗତ 24 ଘଣ୍ଟା ମଧ୍ୟରେ ଦିଲ୍ଲୀରେ 141 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା 293ରେ ପହଞ୍ଚିଛି ।

ଦିଲ୍ଲୀ ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଦିଲ୍ଲୀରେ ବର୍ତ୍ତମାନ ସୁଦ୍ଧା 4 ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । 4 ମୃତକଙ୍କ ମଧ୍ୟରେ ଦୁଇ ଜଣ ମରକଜର ଥିବା ଜଣାପଡିଛି ।

ପ୍ରକାଶ ଥାଉକି, ସମଗ୍ର ଦେଶରେ ଏପ୍ରିଲ 14 ଯାଏଁ ଲକ ଡାଉନ ଘୋଷଣା କରାଯାଇଥିଲେ ମଧ୍ୟ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା କମିବା ପରିବର୍ତ୍ତେ ବଢି ବଢି ଚାଲିଛି । ଦେଶରେ ବର୍ତ୍ତମାନ ସୁଦ୍ଧା 2069 କୋରୋନା ଆକ୍ରାନ୍ତ ଥିବାବେଳେ ସେମାନଙ୍କ ମଧ୍ୟରୁ 1860 ଆକ୍ଟିଭ ଏବଂ156 ସୁସ୍ଥ ଥିବା ଜଣାପଡିଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.