ETV Bharat / bharat

ଆଜି ଦିଲ୍ଲୀରେ ଟ୍ରମ୍ପ-ମୋଦି ଦ୍ବିପାକ୍ଷିକ ଆଲୋଚନା - trump and modi bilateral meeting in delhi today

ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କର ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀ ସ୍ଥିତ ହାଇଦ୍ରାବାଦ ହାଉସରେ ଦୁହିଁଙ୍କ ମଧ୍ୟରେ ଆଲୋଚନା ହେବ ।

trump and modi bilateral meeting be held in delhi today
ଆଜି ଦିଲ୍ଲୀରେ ଟ୍ରମ୍ପ-ମୋଦି ଦ୍ବିପାକ୍ଷିକ ଆଲୋଚନା
author img

By

Published : Feb 25, 2020, 9:35 AM IST

ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କର ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଦ୍ବିପାକ୍ଷିକ ଆଲୋଚନାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀ ସ୍ଥିତ ହାଇଦ୍ରାବାଦ ହାଉସରେ ଦୁହିଁଙ୍କ ମଧ୍ୟରେ ଆଲୋଚନା ହେବ ।

ପ୍ରଥମେ ସକାଳ 10ଟାରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ଭବନରେ ଟ୍ରମ୍ପଙ୍କୁ ସ୍ବାଗତ କରାଯିବ । ପରେ 10.30ରେ ଡୋନାଲ୍ଡ ଟ୍ରମ୍ପ ରାଜଘାଟ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଦେବେ ।

ପରେ ସକାଳ 11ଟାରେ ରାଷ୍ଟ୍ରପତି ଟ୍ରମ୍ପ ହାଇଦ୍ରାବାଦ ହାଉସରେ ପହଞ୍ଚିବେ । ସେଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟାନ୍ୟ ବରିଷ୍ଠ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ ରାଷ୍ଟ୍ରପତି ଟ୍ରମ୍ପ ।

ସନ୍ଧ୍ୟା 7.30ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ସାକ୍ଷାତ ଓ ଆଲୋଚନା କରିବେ ରାଷ୍ଟ୍ରପତି ଟ୍ରମ୍ପ । ଏହାପରେ ରାତି 10ଟାରେ ସେ ଆମେରିକା ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ସୌଜନ୍ୟ: @ANI

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.