ETV Bharat / bharat

ଆଜି କେନ୍ଦ୍ର କ୍ୟାବିନେଟ ବୈଠକ

ଆଜି କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । 7 ଲୋକକଲ୍ୟାଣ ମାର୍ଗରେ ଅନୁଷ୍ଠିତ ହେବ ଏହି ବୈଠକ।

author img

By

Published : Jan 17, 2020, 8:50 AM IST

Union cabinet meeting
ଆଜି କେନ୍ଦ୍ର କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେଉଥିବା ବେଳେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ନିଷ୍ପତ୍ତି ନିଆଯିବ । ଏହି ବୈଠକ 7 ଲୋକ କଲ୍ୟାଣ ମାର୍ଗରେ ଅନୁଷ୍ଠିତ ହେବ।

ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ଯୋଗ ଦେବେ ।

Intro:Body:

BLANK FOR LINK 

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.