ETV Bharat / bharat

ଆଜି କେନ୍ଦ୍ର କ୍ୟାବିନେଟ ବୈଠକ - ଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜି କେନ୍ଦ୍ର କ୍ୟାବିନେଟ ବୈଠକ । ସକାଳ 10.30ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ଯକ୍ଷତାରେ ବସିବ ବୈଠକ ।

ଫାଇଲ ଫଟୋ
author img

By

Published : Oct 9, 2019, 8:11 AM IST

ନୂଆଦିଲ୍ଲୀ: ଆଜି(ମଙ୍ଗଳବାର) ବସିବ କେନ୍ଦ୍ର କ୍ୟାବିନେଟ ବୈଠକ । 7-ଲୋକ କଲ୍ୟାଣ ମାର୍ଗରେ ହେବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିବେ । ସକାଳ 10.30ରେ ଏହି ବୈଠକ ବସିବ ।

ବୈଠକରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା ।

Intro:Body:

BLANK  FOR LINK 

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.